2 Chronicles 16:13 — Compare Translations
5 translations compared side by side
Odia - 1840
"ଆସା ତାଙ୍କର ରାଜତ୍ବର ଏକଚାଳିଶତମ ବର୍ଷ ରେ ମୃତ୍ଯୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆସା ଆପଣା ଅଧିକାରର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ ଶୟନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ତାଙ୍କର ରାଜତ୍ୱର ଏକଗ୍ଭଳିଶତମ ବର୍ଷରେ ମୃତ୍ୟୁବରଣ କଲେ। ଆଉ ଆସା ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ।