2 Chronicles 16:14 — Compare Translations
5 translations compared side by side
Odia - 1840
"ଆସା ଦାଉଦଙ୍କ ନଗର ରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସହେି ସମାଧି ରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶୟ୍ଯା ରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତର ରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦବୋ ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଦାଉଦଙ୍କ ନଗରରେ ନିଜ ନିମନ୍ତେ ଯେଉଁ ସମାଧି ନିର୍ମାଣ କରିଥିଲେ, ଲୋକମାନେ ତାଙ୍କୁ ସେହି ସମାଧିରେ କବର ଦେଲେ। ଲୋକମାନେ ତାଙ୍କୁ ଏପ୍ରକାର ଏକ ଶଯ୍ୟାରେ ରଖିଲେ, ଯାହା ବିଭିନ୍ନ ପ୍ରକାର ମସଲା ଓ ମିଶ୍ରିତ ସୁଗନ୍ଧିତ ଅତରରେ ପୂର୍ଣ୍ଣ ଥିଲା। ଆସାଙ୍କୁ ସମ୍ମାନ ଦେବା ନିମନ୍ତେ ଲୋକମାନେ ଏକ ବିରାଟ ଅଗ୍ନିଦାହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।
Odia IRV 2017 (ଓଡିଆ ବାଇବେଲ)