2 Chronicles 16:2 — Compare Translations

5 translations compared side by side

Odia - 1840
"ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧିଅରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହାପରେ ଆସା ବିନ୍ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବିନ୍ହଦଦ୍ ଅରାମ୍ର ରାଜା ଥିଲେ ଓ ସେ ଦମ୍ମେଶକ ସହର ରେ ବାସ କରୁଥିଲେ। ଆସାଙ୍କ ବାର୍ତ୍ତା ଥିଲା:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ତାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଆସା ସଦାପ୍ରଭୁଙ୍କ ମନ୍ଦିରର କୋଷାଗାରରୁ ରୂପା ଓ ସୁନାସବୁ ଆଣିଲେ। ଆଉ ସେ ରାଜାଙ୍କର ଗୃହ ମଧ୍ୟରେ ଥିବା ରୂପା ଓ ସୁନାସବୁ ଆଣିଲେ। ଏହା ପରେ ଆସା ବି‌ନ୍‌ହଦଦ୍ ନିକଟକୁ ବାର୍ତ୍ତାବାହକମାନଙ୍କୁ ପଠାଇଲେ। ବି‌ନ୍‌ହଦଦ୍ ଅରା‌ମ୍‌ର ରାଜା ଥିଲେ ଓ ସେ ଦମ୍ମେଶକ ସହରରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,