2 Chronicles 16:3 — Compare Translations

5 translations compared side by side

Odia - 1840
"ତୁମ୍ଭର ପିତା ଓ ମାରେ ପିତାଙ୍କ ମଧିଅରେ ଯେପରି ଚୁକ୍ତି ସ୍ବାକ୍ଷର ହାଇେଥିଲା, ଆମ୍ଭ ମଧିଅରେ ମଧ୍ଯ ସହେିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇଶ୍ରାୟେଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତବେେ ସେ ମାେତେ ଏକା ଛାଡ଼ି ଚାଲିୟିବ ଓ ମାେତେ ଆଉ ବ୍ଯସ୍ତ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କ ବାର୍ତ୍ତା ଥିଲା: “ତୁମ୍ଭର ପିତା ଓ ମୋର ପିତାଙ୍କ ମଧ୍ୟରେ ଯେପରି ଚୁକ୍ତି ସ୍ୱାକ୍ଷର ହୋଇଥିଲା, ଆମ୍ଭ ମଧ୍ୟରେ ମଧ୍ୟ ସେହିଭଳି ଚୁକ୍ତି ହେଉ। ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଉଛି। ବର୍ତ୍ତମାନ ତୁମ୍ଭେ ଇସ୍ରାଏଲର ରାଜା ବାଶା ସହିତ ତୁମ୍ଭର ଚୁକ୍ତି ଭଙ୍ଗ କର, ତେବେ ସେ ମୋତେ ଏକା ଛାଡ଼ି ଗ୍ଭଲିଯିବ ଓ ମୋତେ ଆଉ ବ୍ୟସ୍ତ କରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
Odia IRV 2017 (ଓଡିଆ ବାଇବେଲ)
“ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋ’ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”