2 Chronicles 16:4 — Compare Translations
5 translations compared side by side
Odia - 1840
"ବିନ୍ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇଶ୍ରାୟେଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ଯଦଳର ସନୋପତିମାନଙ୍କୁ ପଠାଇଲେ। ସହେି ସନୋପତିମାନେ ଇୟୋନ, ଦାନ ଓ ଆବଲମେଯିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସମାନେେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ଯ ଆକ୍ରମଣ କଲେ, ଯେଉଁଠା ରେ ଜିନିଷ ଠୁଳ କରି ରଖାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ତାର ନଗର ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ହଦଦ ରାଜା ଆସାଙ୍କ ସହିତ ସମ୍ମତ ହେଲେ। ଇସ୍ରାଏଲର ସହରଗୁଡ଼ିକ ଉପରେ ଆକ୍ରମଣ କରିବା ନିମନ୍ତେ ବିନ୍ହଦଦ୍ ତାଙ୍କ ସୈନ୍ୟଦଳର ସେନାପତିମାନଙ୍କୁ ପଠାଇଲେ। ସେହି ସେନାପତିମାନେ ଇୟୋନ, ଦାନ ଓ ଆବେଲମୟିମ୍ ସହରଗୁଡ଼ିକ ଉପରେ ଆକ୍ରମଣ କଲେ। ସେମାନେ ନପ୍ତାଲି ଅଞ୍ଚଳର ସମସ୍ତ ସହରଗୁଡ଼ିକ ଉପରେ ମଧ୍ୟ ଆକ୍ରମଣ କଲେ, ଯେଉଁଠାରେ ଜିନିଷ ଠୁଳ କରି ରଖାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।