2 Chronicles 16:5 — Compare Translations

5 translations compared side by side

Odia - 1840
"ବାଶା ଇଶ୍ରାୟେଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗ ରେ ପରିଣତ କରିବା କାର୍ୟ୍ଯ ବନ୍ଦ କଲା ଏବଂ ସେ ନିଜ ରାଜ୍ଯକୁ ଫରେିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷା; ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାଶା ଇସ୍ରାଏଲର ଏହି ସହରଗୁଡ଼ିକ ଉପରେ ଆକ୍ରମଣର ଖବର ଶୁଣିଲା। ତେଣୁ ସେ ରାମା ସହରକୁ ଏକ ଦୁର୍ଗରେ ପରିଣତ କରିବା କାର୍ଯ୍ୟ ବନ୍ଦ କଲା ଏବଂ ସେ ନିଜ ରାଜ୍ୟକୁ ଫେରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।