2 Chronicles 16:6 — Compare Translations
5 translations compared side by side
Odia - 1840
"ଏହାପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସମାନେେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ଯବହାର କରୁଥିଲା, ତାହା ନଇଗେଲେ। ଆସା ଓ ଯିହୁଦାର ଲୋକମାନେ ଗବୋ ଓ ମିମ୍ଫା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସହେି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସେମାନେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ୟବହାର କରୁଥିଲା, ତାହା ନେଇଗଲେ। ଆସା ଓ ଯିହୁଦାର ଲୋକମାନେ ଗେବା ଓ ମିସ୍ପା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସେହି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।