2 Chronicles 16:7 — Compare Translations
5 translations compared side by side
Odia - 1840
"ସହେି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାୟ୍ଯ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେ ହତେୁ ତୁମ୍ଭେ ସାହାୟ୍ଯ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ଯଦଳ ତୁମ୍ଭଠାରୁ ଖସି ପଳାଇଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଦ୍ରଷ୍ଟା ହନାନି ଯିହୁଦାର ରାଜା ଆସାଙ୍କ ନିକଟକୁ ଆସିଲେ। ହନାନି ତାଙ୍କୁ କହିଲେ, “ଆସା, ତୁମ୍ଭେ ଅରାମର ରାଜା ଉପରେ ସାହାଯ୍ୟ ନିମନ୍ତେ ନିର୍ଭର କଲ ଓ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ଉପରେ ନିର୍ଭର କଲ ନାହିଁ। କିନ୍ତୁ ଯେହେତୁ ତୁମ୍ଭେ ସାହାଯ୍ୟ ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ ନାହିଁ, ଅରାମ ରାଜାର ସୈନ୍ୟଦଳ ତୁମ୍ଭଠାରୁ ଖସି ପଳାଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।