2 Chronicles 16:8 — Compare Translations
5 translations compared side by side
Odia - 1840
"କୂଶୀଯ ଓ ଲବେୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ଯଦଳ ଥିଲା। ସମାନଙ୍କେର ଅନକେ ରଥ ଓ ରଥଚାଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାୟ୍ଯ ନିମନ୍ତେ ଓ ସହେି ବୃହତ୍ ପରାକ୍ରମୀ ସୈନ୍ଯଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସମାନଙ୍କେୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ଵାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୂଶୀୟ ଓ ଲେବୀୟମାନଙ୍କର ଏକ ଅତି ବୃହତ୍ ଓ ପରାକ୍ରମୀ ସୈନ୍ୟଦଳ ଥିଲା। ସେମାନଙ୍କର ଅନେକ ରଥ ଓ ରଥଗ୍ଭଳକମାନେ ଥିଲେ। କିନ୍ତୁ ଆସା, ତୁମ୍ଭେ ସାହାଯ୍ୟ ନିମନ୍ତେ ଓ ସେହି ବୃହତ୍ ପରାକ୍ରମୀ ସୈନ୍ୟଦଳକୁ ପରାସ୍ତ କରିବା ନିମନ୍ତେ ସଦାପ୍ରଭୁଙ୍କ ଉପରେ ନିର୍ଭର କଲ, ଆଉ ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବା ନିମନ୍ତେ ତୁମ୍ଭକୁ ସାହାଯ୍ୟ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।