2 Chronicles 17:1 — Compare Translations

5 translations compared side by side

Odia - 1840
"ଆସାଙ୍କ ସ୍ଥାନ ରେ ଯିହାଶାଫେଟ୍ ଯିହୁଦାର ନୂତନ ରାଜା ହେଲେ। ଯିହାଶାଫେଟ୍ ଆସାଙ୍କର ପୁତ୍ର ଥିଲେ। ଯିହାଶାଫେଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସମାନେେ ଇଶ୍ରାୟେଲ ବିରୁଦ୍ଧ ରେ ଲଢ଼ଇେ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋଶାଫଟ୍ ଆସାଙ୍କ ସ୍ଥାନରେ ଯିହୋଶାଫଟ୍ ଯିହୁଦାର ନୂତନ ରାଜା ହେଲେ। ଯିହୋଶାଫଟ୍ ଆସାଙ୍କର ପୁତ୍ର ଥିଲେ। ଯିହୋଶାଫଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସେମାନେ ଇସ୍ରାଏଲ ବିରୁଦ୍ଧରେ ଲଢ଼େଇ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।