2 Chronicles 17:10 — Compare Translations
5 translations compared side by side
Odia - 1840
"ଯିହୁଦା ନିକଟସ୍ଥ ଦେଶଗୁଡ଼ିକ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ସେଥି ନିମନ୍ତେ ସମାନେେ ଯିହାଶାଫେଟ୍ଙ୍କ ବିରୁଦ୍ଧ ରେ ୟୁଦ୍ଧ ଆରମ୍ଭ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦା ନିକଟସ୍ଥ ଦେଶଗୁଡ଼ିକ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ସେଥି ନିମନ୍ତେ ସେମାନେ ଯିହୋଶାଫଟଙ୍କ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।