2 Chronicles 17:11 — Compare Translations

5 translations compared side by side

Odia - 1840
"କେତକେ ପଲେଷ୍ଟୀୟ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ଯ ସମାନେେ ୟିହୋଶାଫଟ୍ଙ୍କ ନିମନ୍ତେ ରୂପା ଆଣିଲେ। କେତକେ ଆରବୀଯ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ପଶୁପଲ ଭଟେୀ ସ୍ବରୂପେ ଆଣିଲେ। ସମାନେେ ତାଙ୍କୁ 7,700 ଗୋଟି ଛଳେି ଓ 7,700 ଗୋଟି ମେଣ୍ଢା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କେତେକ ପଲେଷ୍ଟୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ଆହୁରି ମଧ୍ୟ ସେମାନେ ଯିହୋଶାଫ‌ଟଙ୍କ ନିମନ୍ତେ ରୂପା ଆଣିଲେ। କେତେକ ଆରବୀୟ ଲୋକ ଯିହୋଶାଫ‌ଟଙ୍କ ନିମନ୍ତେ ପଶୁପଲ ଭେଟୀ ସ୍ୱରୂପେ ଆଣିଲେ। ସେମାନେ ତାଙ୍କୁ 7700 ଗୋଟି ଛେଳି ଓ 7700 ଗୋଟି ମେଣ୍ଢା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।