2 Chronicles 17:12 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ କ୍ରମେ ଅଧିକରୁ ଅଧିକ ପରାକ୍ରମୀ ହାଇେ ଉଠିଲେ। ସେ ଯିହୁଦା ଦେଶ ରେ ଅନକେ ଦୁର୍ଗ ଓ ଭଣ୍ଡାର ନଗରମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶାଫଟ୍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ତାର-ନଗରମାନ ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ କ୍ରମେ ଅଧିକରୁ ଅଧିକ ପରାକ୍ରମୀ ହୋଇ ଉଠିଲେ। ସେ ଯିହୁଦା ଦେଶରେ ଅନେକ ଦୁର୍ଗ ଓ ଭଣ୍ଡାର ନଗରମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ୍ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।