2 Chronicles 17:13 — Compare Translations
5 translations compared side by side
Odia - 1840
"ସେ ଯିହୁଦା ନଗର ରେ ବହୁତ କିଛି ରଖିଲେ। ଆଉ ଯିହାଶାଫେଟ୍ ୟିରୁଶାଲମ ରେ ତାଲିମପ୍ରାପ୍ତ ସୈନ୍ଯମାନଙ୍କୁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯିହୁଦା ନଗରରେ ବହୁତ କିଛି ରଖିଲେ। ଆଉ ଯିହୋଶାଫଟ୍ ଯିରୁଶାଲମରେ ତାଲିମପ୍ରାପ୍ତ ସୈନ୍ୟମାନଙ୍କୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।