2 Chronicles 17:14 — Compare Translations
5 translations compared side by side
Odia - 1840
"ସହେି ସୈନ୍ଯମାନଙ୍କୁ ସମାନଙ୍କେ ପରିବାରବର୍ଗ ରେ ତାଲିକାଭୁକ୍ତ କରାଗଲା। ୟିରୁଶାଲମ ରେ ଅବସ୍ଥାପିତ ସହେି ସୈନ୍ଯମାନଙ୍କର ତାଲିକା ଏହି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୈନ୍ୟମାନଙ୍କୁ ସେମାନଙ୍କ ପରିବାରବର୍ଗରେ ତାଲିକାଭୁକ୍ତ କରାଗଲା। ଯିରୁଶାଲମରେ ଅବସ୍ଥାପିତ ସେହି ସୈନ୍ୟମାନଙ୍କର ତାଲିକା ଏହି: ଯିହୁଦା ଗୋଷ୍ଠୀରୁ, ଏହି ଲୋକମାନେ ହଜାର ହଜାର ସୈନ୍ୟଙ୍କର ସେନାପତି ଥିଲେ: ଅଦ୍ମ 300,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।