2 Chronicles 17:16 — Compare Translations

5 translations compared side by side

Odia - 1840
"ଅମସିଯ 2,00,000 ସୈନ୍ଯଙ୍କର ସନୋଧ୍ଯକ୍ଷ ଥିଲେ। ୟିଖ୍ରିଙ୍କର ପୁତ୍ର ଅମସିଯ ସଦାପ୍ରଭୁଙ୍କ ସବୋ କରିବା ନିମନ୍ତେ ଶପଥ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ଵେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଅମସିୟ 200,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ। ସିଖ୍ରିଙ୍କର ପୁତ୍ର ଅମସିୟ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଶପଥ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;