2 Chronicles 17:18 — Compare Translations

5 translations compared side by side

Odia - 1840
"ୟୁଦ୍ଧ ନିମନ୍ତେ ପ୍ରସ୍ତୁତ ୟୁହୋଷାବଦଙ୍କର 1,80,000 ଜଣ ସୈନ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତାହା ଉତ୍ତାରେ ଯିହୋଷାବଦ୍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ନିମନ୍ତେ ପ୍ରସ୍ତୁତ ଯିହଷାବଦଙ୍କର 180,000 ଜଣ ସୈନ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।