2 Chronicles 17:19 — Compare Translations
5 translations compared side by side
Odia - 1840
"ସହେିସବୁ ସୈନ୍ଯମାନେ ରାଜା ଯହେୋଶାଫଟ୍ଙ୍କର ସବୋ କରୁଥିଲେ। ଯିହୁଦା ଦେଶସାରା ଥିବା ଦୁର୍ଗଗୁଡ଼ିକରେ ରାଜାଙ୍କର ଆହୁରି ଅନ୍ୟ ଲୋକମାନେ ମଧ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗର-ମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହିସବୁ ସୈନ୍ୟମାନେ ରାଜା ଯିହୋଶାଫଟଙ୍କର ସେବା କରୁଥିଲେ। ଯିହୁଦା ଦେଶସାରା ଥିବା ଦୁର୍ଗଗୁଡ଼ିକରେ ରାଜାଙ୍କର ଆହୁରି ଅନ୍ୟ ଲୋକମାନେ ମଧ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।