2 Chronicles 17:2 — Compare Translations
5 translations compared side by side
Odia - 1840
"ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କ ରେ ପରିଣତ ହାଇେଥିଲା, ସେ ସଠାେରେ ସୈନ୍ଯମାନଙ୍କୁ ସ୍ଥାପନ କଲେ। ୟିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରଯିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀଦଳ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କରେ ପରିଣତ ହୋଇଥିଲା, ସେ ସେଠାରେ ସୈନ୍ୟମାନଙ୍କୁ ସ୍ଥାପନ କଲେ। ଯିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରୟିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ।