2 Chronicles 17:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯିହାଶାଫେଟ୍ଙ୍କ ସହିତ ଥିଲେ, କାରଣ ଯିହାଶାଫେଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ଯ ଉତ୍ତମ କର୍ମମାନ କରିଥିଲେ। ଯିହାଶାଫେଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ଵେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୋଶାଫଟଙ୍କ ସହିତ ଥିଲେ, କାରଣ ଯିହୋଶାଫଟ୍ ଆରମ୍ଭରୁ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ତୁଲ୍ୟ ଉତ୍ତମ କର୍ମମାନ କରିଥିଲେ। ଯିହୋଶାଫଟ୍ ବାଲ୍ ପ୍ରତିମାମାନଙ୍କର ଉପାସନା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;