2 Chronicles 17:4 — Compare Translations
5 translations compared side by side
Odia - 1840
"ଯିହାଶାଫେଟ୍ଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ବରଙ୍କର ଅନୁଗାମୀ ହାଇେଥିଲେ, ଯିହାଶାଫେଟ୍ ତାଙ୍କର ଅନ୍ବଷେଣ କଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ବରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇଶ୍ରାୟେଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ତାହାଙ୍କ ଆଜ୍ଞା ପଥରେ ଚଳି ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟଙ୍କର ପୂର୍ବପୁରୁଷମାନେ ଯେଉଁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ଯିହୋଶାଫଟ୍ ତାଙ୍କର ଅନ୍ୱେଷଣ କଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ସେ ପରମେଶ୍ୱରଙ୍କ ଆଜ୍ଞା ସକଳର ଅନୁଗାମୀ ହେଲେ। ଇସ୍ରାଏଲର ଲୋକମାନେ ଯେପରି ଜୀବନ କାଟୁଥିଲେ, ସେ ସେପ୍ରକାର ଜୀବନ କାଟୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।