2 Chronicles 17:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯିହାଶାଫେଟ୍ଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହାଶାଫେଟ୍ଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ୟିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୋଶାଫଟଙ୍କୁ ଯିହୁଦାର ଏକ ଅତି ଶକ୍ତିଶାଳୀ ରାଜା କଲେ। ଯିହୁଦାର ସମସ୍ତ ଲୋକ ଯିହୋଶାଫଟଙ୍କ ନିମନ୍ତେ ଉପହାରମାନ ଆଣିଲେ। ତେଣୁ ଯିହୋଶାଫଟଙ୍କର ଧନସମ୍ପଦ ଓ ସମ୍ମାନ ପ୍ରଚୁର ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।