2 Chronicles 17:6 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ସମ୍ପୂର୍ଣ୍ଣ ଆନ୍ତରିକତାର ସହିତ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ହାଇେଥିଲେ। ସେ ସମସ୍ତ ଉଚ୍ଚସ୍ଥାନ ଓ ଆଶରୋ ସ୍ତମ୍ଭଗୁଡ଼ିକୁ ଯିହୁଦା ଦେଶରୁ ଫୋପାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ସମ୍ପୂର୍ଣ୍ଣ ଆନ୍ତରିକତାର ସହିତ ସଦାପ୍ରଭୁଙ୍କୁ ଉତ୍ସର୍ଗୀକୃତ ହୋଇଥିଲେ। ସେ ସମସ୍ତ ଉଚ୍ଚସ୍ଥାନ ଓ ଆଶେରା ସ୍ତମ୍ଭଗୁଡ଼ିକୁ ଯିହୁଦା ଦେଶରୁ ଫୋପାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।