2 Chronicles 17:7 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ ତାଙ୍କର ନେତାଗଣଙ୍କୁ ଯିହୁଦାର ସହରମାନଙ୍କୁ ଶିକ୍ଷା ଦବୋ ନିମନ୍ତେ ପଠାଇଲେ। ଏହା ଯିହାଶାଫେଟ୍ଙ୍କ ରାଜତ୍ବର ତୃତୀୟ ବର୍ଷ ରେ ଘଟିଲା। ସହେି ନେତାମାନେ ଥିଲେ ବିନ୍ହଯିଲ, ଓବଦିଯ, ଜିଖରିଯ, ନଥନେଲ୍ ଓ ମୀଖାଯ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେ ଆପଣା ଅଧିକାରର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ ଓ ଓବଦୀୟ ଓ ଜିଖରୀୟ ଓ ନଥନେଲ ଓ ମୀଖାୟକୁ ପଠାଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ତାଙ୍କର ନେତାଗଣଙ୍କୁ ଯିହୁଦାର ସହରମାନଙ୍କୁ ଶିକ୍ଷା ଦେବା ନିମନ୍ତେ ପଠାଇଲେ। ଏହା ଯିହୋଶାଫ‌ଟଙ୍କ ରାଜତ୍ୱର ତୃତୀୟ ବର୍ଷରେ ଘଟିଲା। ସେହି ନେତାମାନେ ଥିଲେ ବି‌ନ୍‌ହୟିଲ, ଓବଦିୟ, ଯିଖରିୟ, ନଥନେଲ୍ ଓ ମୀଖାୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;