2 Chronicles 17:8 — Compare Translations
5 translations compared side by side
Odia - 1840
"ୟିହୋଶାଫଟ୍ ଏହି ନେତାମାନଙ୍କ ସହିତ ଲବେୀୟମାନଙ୍କୁ ମଧ୍ଯ ପଠାଇଲେ। ସହେି ଲବେୀୟମାନେ ଥିଲେ ଶମଯିଯ, ନଥନିଯ, ସବ୍ଦିଯ, ଅସା ହେଲ, ଶମୀରାମାେତ୍, ୟିହୋନାଥନ, ଅଦୋନିଯ, ଟୋବିୟ, ଟୋବଦୋନିଯ, ଇଲୀଶାମା, ୟି ହରୋମ୍ ଓ ଯାଜକମାନଙ୍କୁ ମଧ୍ଯ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ ଓ ନଥନୀୟ ଓ ସବଦୀୟ ଓ ଅସାହେଲ ଓ ଶମୀରାମୋତ୍ ଓ ଯିହୋନାଥନ୍ ଓ ଅଦୋନୀୟ ଓ ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଏହି ନେତାମାନଙ୍କ ସହିତ ଲେବୀୟମାନଙ୍କୁ ମଧ୍ୟ ପଠାଇଲେ। ସେହି ଲେବୀୟମାନେ ଥିଲେ ଶମୟିୟ, ସବ୍ଦିୟ, ଅସାହେଲ୍, ଶମୀରାମୋତ୍, ଯିହୋନାଥନ, ଅଦୋନିୟ, ଟୋବିୟ, ଟୋବଦୋନିୟ, ଇଲୀଶାମା, ଯିହୋରାମ ଓ ଯାଜକମାନଙ୍କୁ ମଧ୍ୟ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।