2 Chronicles 17:9 — Compare Translations

5 translations compared side by side

Odia - 1840
"ସହେି ନେତା ଓ ଲବେୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସମାନଙ୍କେ ନିକଟରେ ସଦାପ୍ରଭୁଙ୍କ ନିଯମପୁସ୍ତକ ଥିଲା। ସମାନେେ ଯିହୁଦାର ସମସ୍ତ ସହର ମଧ୍ଯ ଦଇଗେଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନେତା ଓ ଲେବୀୟ ଓ ଯାଜକମାନେ ଯିହୁଦାର ଲୋକମାନଙ୍କୁ ଶିକ୍ଷା ଦେଲେ। ସେମାନଙ୍କ ନିକଟରେ “ସଦାପ୍ରଭୁଙ୍କ ନିୟମପୁସ୍ତକ” ଥିଲା। ସେମାନେ ଯିହୁଦାର ସମସ୍ତ ସହର ମଧ୍ୟଦେଇ ଗଲେ ଓ ଲୋକମାନଙ୍କୁ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।