2 Chronicles 18:1 — Compare Translations

5 translations compared side by side

Odia - 1840
"ଯିହାଶାଫେଟ୍ଙ୍କର ପ୍ରଚୁର ଧନସମ୍ପଦ ଓ ପ୍ରତିପତ୍ତି ଥିଲା। ସେ ରାଜା ଆହାବଙ୍କ କନ୍ଯାକୁ ବିବାହ କରି ତାଙ୍କ ସହିତ ଏକ ଚୁକ୍ତି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ଵିତା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାୟ ରାଜା ଆହାବଙ୍କୁ ସତର୍କ କଲେ ଯିହୋଶାଫ‌ଟଙ୍କର ପ୍ରଚୁର ଧନସମ୍ପଦ ଓ ପ୍ରତିପତ୍ତି ଥିଲା। ସେ ରାଜା ଆହାବଙ୍କ କନ୍ୟାକୁ ବିବାହ କରି ତାଙ୍କ ସହିତ ଏକ ଚୁକ୍ତି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ୍ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।