2 Chronicles 18:10 — Compare Translations

5 translations compared side by side

Odia - 1840
"ସିଦିକିଯ କନାନା ନାମକ ବ୍ଯକ୍ତିର ପୁତ୍ର ଥିଲା। ସିଦିକିଯ ଲୁହାରୁ କେତକେ ଶିଙ୍ଗା ନିର୍ମାଣ କରିଥିଲା। ସିଦିକିଯ କହିଲା, ସଦାପ୍ରଭୁ କହନ୍ତି, ' ସମାନେେ ସମ୍ପୂର୍ଣ୍ଣ ବିନଷ୍ଟ ନ ହବୋ ପର୍ୟ୍ଯନ୍ତ ତୁମ୍ଭେ ଏହି ଲୌହ-ଶିଙ୍ଗା ଅରାମୀଯମାନଙ୍କୁ ବିଦାରିବା ନିମନ୍ତେ ବ୍ଯବହାର କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ଵାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ସିଦିକିୟ କନାନା ନାମକ ବ୍ୟକ୍ତିର ପୁତ୍ର ଥିଲା। ସିଦିକିୟ ଲୁହାରୁ କେତେକ ତୂରୀ ନିର୍ମାଣ କରିଥିଲା। ସିଦିକିୟ କହିଲା, “ସଦାପ୍ରଭୁ କହନ୍ତି, ‘ସେମାନେ ସମ୍ପୂର୍ଣ୍ଣ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ଏହି ଲୌହ-ତୂରୀ ଅରାମୀୟମାନଙ୍କୁ ବିଦାରିବା ନିମନ୍ତେ ବ୍ୟବହାର କରିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Odia IRV 2017 (ଓଡିଆ ବାଇବେଲ)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”