2 Chronicles 18:11 — Compare Translations
5 translations compared side by side
Odia - 1840
"ସବୁ ଭବିଷ୍ଯତ୍ବକ୍ତାମାନେ ସହେି ସମାନ କଥା କହିଲେ। ସମାନେେ କହିଲେ, ରାମାେତ୍-ଗିଲିଯଦ୍ର ସହରକୁ ୟାଅ। ତୁମ୍ଭେ ସଫଳତା ଓ ବିଜଯ ଲାଭ କରିବ। ସଦାପ୍ରଭୁ ରାମାେତ୍-ଗିଲିଯାଦ୍କୁ ରାଜାଙ୍କୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଭବିଷ୍ୟଦ୍ବକ୍ତାମାନେ ସେହି ସମାନ କଥା କହିଲେ। ସେମାନେ କହିଲେ, “ରାମୋତ୍-ଗିଲିୟଦ୍ର ସହରକୁ ଯାଅ। ତୁମ୍ଭେ ସଫଳତା ଓ ବିଜୟ ଲାଭ କରିବ। ସଦାପ୍ରଭୁ ରାମୋତ୍-ଗିଲିୟଦ୍କୁ ରାଜାଙ୍କୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”