2 Chronicles 18:13 — Compare Translations

5 translations compared side by side

Odia - 1840
"କିନ୍ତୁ ମୀଖାଯ ଉତ୍ତର ଦେଲେ, ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାୟାଏ, ମାେ ପରମେଶ୍ବର ଯାହା କହନ୍ତି, ମୁଁ କବଳେ ତାହା କହିପାରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୀଖାୟ କହିଲା, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ଵର କହିବେ, ତାହା ହିଁ ମୁଁ କହିବି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୀଖାୟ ଉତ୍ତର ଦେଲେ, “ନିଶ୍ଚିତ ଭାବରେ ସଦାପ୍ରଭୁ ଥିବାଯାଏ, ମୋ’ ପରମେଶ୍ୱର ଯାହା କହନ୍ତି, ମୁଁ କେବଳ ତାହା କହି ପାରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋ’ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”