2 Chronicles 18:14 — Compare Translations

5 translations compared side by side

Odia - 1840
"ଏହାପରେ ମୀଖାଯ ରାଜାଙ୍କ ନିକଟକୁ ଆସିଲେ। ରାଜା ତାଙ୍କୁ କହିଲେ, ମୀଖାଯ, ଆମ୍ଭମାନେେ ରାମାେତ୍-ଗିଲିଯଦ୍ ସହରକୁ ୟୁଦ୍ଧ କରିବା ନିମନ୍ତେ ୟିବୁ ନା ନାହିଁ? ମୀଖାଯ ଉତ୍ତର ଦେଲେ, ୟାଅ ଓ ଆକ୍ରମଣ କର। ତୁମ୍ଭମାନେେ ଅଧିକାର କରିବ ଏବଂ ସହେି ସହର ତୁମ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷା; ହେବି? ତହୁଁ ସେ କହିଲା, ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୀଖାୟ ରାଜାଙ୍କ ନିକଟକୁ ଆସିଲେ। ରାଜା ତାଙ୍କୁ କହିଲେ, “ମୀଖାୟ, ଆମ୍ଭେମାନେ ରାମୋତ୍-ଗିଲିୟଦ୍ ସହରକୁ ଯୁଦ୍ଧ କରିବା ନିମନ୍ତେ ଯିବୁ ନା ନାହିଁ?” ମୀଖାୟ ଉତ୍ତର ଦେଲେ, “ଯାଅ ଓ ଆକ୍ରମଣ କର। ତୁମ୍ଭେମାନେ ଅଧିକାର କରିବ ଏବଂ ସେହି ସହର ତୁମ୍ଭର ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
Odia IRV 2017 (ଓଡିଆ ବାଇବେଲ)