2 Chronicles 18:15 — Compare Translations

5 translations compared side by side

Odia - 1840
"ରାଜା ମୀଖାଯଙ୍କୁ କହିଲେ, କବଳେ ସଦାପ୍ରଭୁଙ୍କ ନାମ ରେ ସତ କହିବାକୁ କେତେଥର ମାେତେ ତୁମ୍ଭମାନଙ୍କୁ ଶପଥ କରାଇବା ପାଇଁ ପଡ଼ୁଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ରାଜା ତାହାକୁ କହିଲେ, ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?
Odia Bible ERV 2004 (ପବିତ୍ର ବାଇବଲ)
ରାଜା ମୀଖାୟଙ୍କୁ କହିଲେ, “କେବଳ ସଦାପ୍ରଭୁଙ୍କ ନାମରେ ସତ କହିବାକୁ କେତେଥର ମୋତେ ତୁମ୍ଭମାନଙ୍କୁ ଶପଥ କରାଇବା ପାଇଁ ପଡ଼ୁଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”