2 Chronicles 18:17 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ଯିହାଶାଫେଟ୍ଙ୍କୁ କହିଲେ, ମୁଁ ତୁମ୍ଭକୁ କହିଥିଲି ଯେ, ମୀଖାଯ ମାେ ନିମନ୍ତେ କୌଣସି ଉତ୍ତମ ବାର୍ତ୍ତା ଆଣିବ ନାହିଁ। ମାେ' ନିମନ୍ତେ ସେ କବଳେ ଖରାପ ବାର୍ତ୍ତା ଆଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ମୁଁ ତୁମ୍ଭକୁ କହିଥିଲି ଯେ, ମୀଖାୟ ମୋ’ ନିମନ୍ତେ କୌଣସି ଉତ୍ତମ ବାର୍ତ୍ତା ଆଣିବ ନାହିଁ। ମୋ’ ନିମନ୍ତେ ସେ କେବଳ ଖରାପ ବାର୍ତ୍ତା ଆଣେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”