2 Chronicles 18:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, 'କିଏ ଇଶ୍ରାୟେଲର ରାଜା ଆହାବଙ୍କୁ ପ୍ରତାରଣ କରିବ, ସେଥିପାଇଁ ତାକୁ ରାମାେତ୍-ଗିଲିଯାଦ୍ ରେ ହତ୍ଯା କରାୟିବ?' ସଦାପ୍ରଭୁଙ୍କ ଚତୁର୍ଦ୍ଦିଗ ରେ ଠିଆ ହାଇେଥିବା ଭିନ୍ନ ଭିନ୍ନ ଲୋକମାନେ, ଭିନ୍ନ ଭିନ୍ନ କଥା କହିଲେ। କେତକେ ଗୋଟିଏ କଥା କହିଲେ ଓ ଆଉ କେତକେ ଆଉ କିଛି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ କହିଲେ, ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ? ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, ‘କିଏ ଇସ୍ରାଏଲର ରାଜା ଆହାବଙ୍କୁ ପ୍ରତାରଣା କରିବ, ସେଥିପାଇଁ ତାକୁ ରାମୋତ୍-ଗିଲିୟ‌ଦ୍‌ରେ ହତ୍ୟା କରାଯିବ?’ ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଭିନ୍ନ ଭିନ୍ନ ଲୋକମାନେ, ଭିନ୍ନ ଭିନ୍ନ କଥା କହିଲେ। କେତେକ ଗୋଟିଏ କଥା କହିଲେ ଓ ଆଉ କେତେକ ଆଉ କିଛି କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ କହିଲେ, “ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ? ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।