2 Chronicles 18:2 — Compare Translations

5 translations compared side by side

Odia - 1840
"କିଛି ବର୍ଷ ଉତ୍ତା ରେ, ଯିହାଶାଫେଟ୍ ଶମରିଯା ସହର ରେ ରାଜା ଆହାବଙ୍କୁ ଭଟେିବା ନିମନ୍ତେ ଗଲେ। ଆହାବ ଯିହାଶାଫେଟ୍ ଓ ତାଙ୍କ ସହିତ ଥିବା ଲୋକମାନଙ୍କ ନିମନ୍ତେ ଅନକେ ମେଣ୍ଢା ଓ ଗାଈ ବଳିଦାନ ଦେଲେ। ଆହାବ ଯିହାଶାଫେଟ୍ଙ୍କୁ ରାମାେତ-ଗିଲିଯାଦ୍ ସହରକୁ ଆକ୍ରମଣ କରିବା ନିମନ୍ତେ ଉତ୍ସାହିତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶକୁ ଆହାବଙ୍କ କତିକି ଗଲେ । ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ବର୍ଷ ଉତ୍ତାରେ, ଯିହୋଶାଫଟ୍ ଶମରିୟା ସହରରେ ରାଜା ଆହାବଙ୍କୁ ଭେଟିବା ନିମନ୍ତେ ଗଲେ। ଆହାବ ଯିହୋଶାଫଟ୍ ଓ ତାଙ୍କ ସହିତ ଥିବା ଲୋକମାନଙ୍କ ନିମନ୍ତେ ଅନେକ ମେଣ୍ଢା ଓ ଗାଈ ବଳିଦାନ ଦେଲେ। ଆହାବ ଯିହୋଶାଫ‌ଟଙ୍କୁ ରାମୋତ-ଗିଲିୟଦ୍ ସହରକୁ ଆକ୍ରମଣ କରିବା ନିମନ୍ତେ ଉତ୍ସାହିତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
Odia IRV 2017 (ଓଡିଆ ବାଇବେଲ)