2 Chronicles 18:21 — Compare Translations

5 translations compared side by side

Odia - 1840
"ସହେି ଆତ୍ମାଟି ଉତ୍ତର ଦଲୋ, 'ମୁଁ ୟିବି ଓ ଆହାବଙ୍କ ଭବିଷ୍ଯତ୍ବକ୍ତାମାନଙ୍କ ମୁଖ ରେ ଏକ ମିଥ୍ଯାବାଦୀ ଆତ୍ମା ହାଇଯେିବି।' ଆଉ ସଦାପ୍ରଭୁ କହିଲେ, 'ନିଶ୍ଚିତ ଭାବରେ ତୁମ୍ଭେ ଆହାବକୁ ପ୍ରତାରିତ କରିବାକୁ ସମର୍ଥ ହବେ। ତେଣୁ ୟାଅ ଓ ତାହା କର।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ କହିଲା, ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି । ତେବେ ସେ କହିଲେ, ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଆତ୍ମାଟି ଉତ୍ତର ଦେଲା, ‘ମୁଁ ଯିବି ଓ ଆହାବଙ୍କ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମୁଖରେ ଏକ ମିଥ୍ୟାବାଦୀ ଆତ୍ମା ହୋଇଯିବି।’ ଆଉ ସଦାପ୍ରଭୁ କହିଲେ, ‘ନିଶ୍ଚିତ ଭାବରେ ତୁମ୍ଭେ ଆହାବକୁ ପ୍ରତାରିତ କରିବାକୁ ସମର୍ଥ ହେବ। ତେଣୁ ଯାଅ ଓ ତାହା କର।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
Odia IRV 2017 (ଓଡିଆ ବାଇବେଲ)
ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।