2 Chronicles 18:22 — Compare Translations

5 translations compared side by side

Odia - 1840
"ଏଣୁ ହେ ଆହାବ, ଦେଖନ୍ତୁ, ସଦାପ୍ରଭୁ ଆପଣଙ୍କ ଭବିଷ୍ଯତ୍ବକ୍ତାମାନଙ୍କର ମୁଖ ରେ ଏକ ମିଥ୍ଯାବାଦୀର ଆତ୍ମା ଦଇେଛନ୍ତି, ସଦାପ୍ରଭୁ କହିଛନ୍ତି ଯେ, ତୁମ୍ଭପ୍ରତି ଅମଙ୍ଗଳ ହିଁ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ହେ ଆହାବ, ଦେଖନ୍ତୁ, ସଦାପ୍ରଭୁ ଆପଣଙ୍କ ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ମୁଖରେ ଏକ ମିଥ୍ୟାବାଦୀର ଆତ୍ମା ଦେଇଛନ୍ତି, ସଦାପ୍ରଭୁ କହିଛନ୍ତି ଯେ, ତୁମ୍ଭ ପ୍ରତି ଅମଙ୍ଗଳ ହିଁ ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”