2 Chronicles 18:26 — Compare Translations
5 translations compared side by side
Odia - 1840
"ଆମାେନ୍ ଓ ୟୋଯାଶ୍ଙ୍କୁ କୁହ, 'ରାଜା ଏହା କହିନ୍ତି: ମୀଖାଯଙ୍କୁ ବନ୍ଦୀଶାଳା ରେ ପକାଇଦିଅ। ମୁଁ ୟୁଦ୍ଧରୁ ଫରେି ନ ଆସିବା ପର୍ୟ୍ଯନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ଯତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦବେ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କୁହ, ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ ।
Odia Bible ERV 2004 (ପବିତ୍ର ବାଇବଲ)
ଆମୋନ୍ ଓ ଯୋୟାଶଙ୍କୁ କୁହ, ରାଜା ଏହା କହନ୍ତି: ମୀଖାୟଙ୍କୁ ବନ୍ଦୀଶାଳାରେ ପକାଇଦିଅ। ମୁଁ ଯୁଦ୍ଧରୁ ଫେରି ନ ଆସିବା ପର୍ଯ୍ୟନ୍ତ ତାଙ୍କୁ ଅଳ୍ପ ରୋଟୀ ଓ ଜଳ ବ୍ୟତୀତ ଆଉ କିଛି ଖାଦ୍ୟ ଭୋଜନ କରିବାକୁ ଦେବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”