2 Chronicles 18:27 — Compare Translations
5 translations compared side by side
Odia - 1840
"ମୀଖାଯ ଉତ୍ତର ଦେଲେ, ଯଦି ତୁମ୍ଭେ ୟୁଦ୍ଧରୁ ନିରାପଦ ରେ ଫରେିଆସ, ତବେେ ସଦାପ୍ରଭୁ ମାେ ମାଧ୍ଯମ ରେ କହି ନାହାନ୍ତି। ସବୁ ଲୋକମାନେ, ମାେ କଥା ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୀଖାୟ କହିଲା, ଯେବେ ତୁମ୍ଭେ କୌଣସି ରୂପେ କୂଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ଵାରା କହି ନାହାନ୍ତି । ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ ।
Odia Bible ERV 2004 (ପବିତ୍ର ବାଇବଲ)
ମୀଖାୟ ଉତ୍ତର ଦେଲେ, “ଯଦି ତୁମ୍ଭେ ଯୁଦ୍ଧରୁ ନିରାପଦରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ମାଧ୍ୟମରେ କହି ନାହାନ୍ତି। ସବୁ ଲୋକମାନେ, ମୋ’ କଥା ଶୁଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି। ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”