2 Chronicles 18:28 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ରାଜା ଓ ଯିହୁଦାର ରାଜା ୟିହୋଶାଫଟ୍ ରାମାେତ୍-ଗିଲିଯାଦ୍ ସହର ଉପରେ ଆକ୍ରମଣ କଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ରାମୋତ୍ ଗିଲିୟଦ୍ରେ ହତ ହେଲେ ତେଣୁ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ରାମୋତ୍-ଗିଲିୟଦ୍ ସହର ଉପରେ ଆକ୍ରମଣ କଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।