2 Chronicles 18:29 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ଯିହାଶାଫେଟ୍ଙ୍କୁ କହିଲେ, ୟୁଦ୍ଧକୁ ୟିବା ପୂର୍ବରୁ ମୁଁ ଛଦ୍ମବେଶ ଧାରଣ କରିବି। କିନ୍ତୁ ତୁମ୍ଭେ ତୁମ୍ଭର ରାଜକୀଯ ପୋଷାକ ପିନ୍ଧ। ତେଣୁ ଇଶ୍ରାୟେଲର ରାଜା ଛଦ୍ମବେଶ ଧାରଣ କଲେ, ଆଉ ଦୁଇ ରାଜା ୟୁଦ୍ଧକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ । ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଯିହୋଶାଫଟଙ୍କୁ କହିଲେ, “ଯୁଦ୍ଧକୁ ଯିବା ପୂର୍ବରୁ ମୁଁ ଛଦ୍ମବେଶ ଧାରଣ କରିବି। କିନ୍ତୁ ତୁମ୍ଭେ ତୁମ୍ଭର ରାଜକୀୟ ପୋଷାକ ପିନ୍ଧ।” ତେଣୁ ଇସ୍ରାଏଲର ରାଜା ଛଦ୍ମବେଶ ଧାରଣ କଲେ, ଆଉ ଦୁଇ ରାଜା ଯୁଦ୍ଧକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।