2 Chronicles 18:3 — Compare Translations
5 translations compared side by side
Odia - 1840
"ଆହାବ ଯିହାଶାଫେଟ୍ଙ୍କୁ କହିଲେ, ତୁମ୍ଭେ ମାେ ସହିତ ରାମାେତ୍-ଗିଲିଯଦ୍କୁ ଆକ୍ରମଣ କରିବା ନିମନ୍ତେ ୟିବ କି? ଆହାବ ଇଶ୍ରାୟେଲର ରାଜ ଓ ୟିହୋଶଫଟ୍ ଯିହୁଦାର ରାଜା ଥିଲେ। ଯିହାଶାଫେଟ୍ ଆହାବଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭ ତୁଲ୍ଯ ଅଟେ ଓ ମାରେ ଲୋକମାନେ ତୁମ୍ଭ ଲୋକ ପରି ଅଟନ୍ତି। ଆମ୍ଭମାନେେ ତୁମ୍ଭ ସହିତ ୟୁଦ୍ଧ ରେ ୟୋଗ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ? ତହିଁରେ ସେ ଉତ୍ତର କଲେ, ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଯିହୋଶାଫଟଙ୍କୁ କହିଲେ, “ତୁମ୍ଭେ ମୋ’ ସହିତ ରାମୋତ୍-ଗିଲିୟଦ୍କୁ ଆକ୍ରମଣ କରିବା ନିମନ୍ତେ ଯିବ କି?” ଆହାବ ଇସ୍ରାଏଲର ରାଜା ଓ ଯିହୋଶାଫଟ୍ ଯିହୁଦାର ରାଜା ଥିଲେ। ଯିହୋଶାଫଟ୍ ଆହାବଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭ ତୁଲ୍ୟ ଅଟେ ଓ ମୋର ଲୋକମାନେ ତୁମ୍ଭ ଲୋକ ପରି ଅଟନ୍ତି। ଆମ୍ଭେମାନେ ତୁମ୍ଭ ସହିତ ଯୁଦ୍ଧରେ ଯୋଗଦେବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”