2 Chronicles 18:30 — Compare Translations

5 translations compared side by side

Odia - 1840
"ଅରାମର ରାଜା ତାଙ୍କର ରଥ-ଚାଳକମାନଙ୍କୁ ଗୋଟିଏ ଆଦେଶ ଦେଲେ। ସେ ସମାନଙ୍କେୁ କହିଲେ, 'ମହାନ୍ ହେଉ କି ଗୌଣ ହେଉ, କୌଣସି ବ୍ଯକ୍ତି ସହିତ ୟୁଦ୍ଧ କର ନାହିଁ। କିନ୍ତୁ କବଳେ ଇଶ୍ରାୟେଲର ରାଜା ସହିତ ୟୁଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଅରାମର ରାଜା ତାଙ୍କର ରଥ-ଗ୍ଭଳକମାନଙ୍କୁ ଗୋଟିଏ ଆଦେଶ ଦେଲେ। ସେ ସେମାନଙ୍କୁ କହିଲେ, “ମହାନ ହେଉ କି ଗୌଣ ହେଉ, କୌଣସି ବ୍ୟକ୍ତି ସହିତ ଯୁଦ୍ଧ କର ନାହିଁ। କିନ୍ତୁ କେବଳ ଇସ୍ରାଏଲର ରାଜା ସହିତ ଯୁଦ୍ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”