2 Chronicles 18:31 — Compare Translations

5 translations compared side by side

Odia - 1840
"ଯେତବେେଳେ ରଥ-ଚାଳକମାନେ ଯିହାଶାଫେଟ୍ଙ୍କୁ ଦେଖିଲେ, ସମାନେେ ଭାବିଲେ, ସଠାେରେ ଇଶ୍ରାୟେଲର ରାଜା ଅଛନ୍ତି। ତେଣୁ ସମାନେେ ଯିହାଶାଫେଟ୍ଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହାଶାଫେଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାୟ୍ଯ କଲେ। ପରମେଶ୍ବର ରଥ-ଚାଳକମାନଙ୍କୁ ଯିହାଶାଫେଟ୍ଙ୍କ ଆଡ଼ୁ ଫରୋଇ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, ଏ ଇସ୍ରାଏଲର ରାଜା । ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ଵର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ରଥ-ଗ୍ଭଳକମାନେ ଯିହୋଶାଫ‌ଟଙ୍କୁ ଦେଖିଲେ, ସେମାନେ ଭାବିଲେ, “ସେଠାରେ ଇସ୍ରାଏଲର ରାଜା ଅଛନ୍ତି।” ତେଣୁ ସେମାନେ ଯିହୋଶାଫ‌ଟଙ୍କ ଆଡ଼େ ଆକ୍ରମଣ କରିବାକୁ ଗଲେ। ତେଣୁ ଯିହୋଶାଫଟ୍ ଚିତ୍କାର କଲେ, ଆଉ ସଦାପ୍ରଭୁ ତାଙ୍କୁ ସାହାଯ୍ୟ କଲେ। ପରମେଶ୍ୱର ରଥ-ଗ୍ଭଳକମାନଙ୍କୁ ଯିହୋଶାଫ‌ଟଙ୍କ ଆଡ଼ୁ ଫେରାଇ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରିଯିବା ପାଇଁ ପ୍ରବର୍ତ୍ତାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍‍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।