2 Chronicles 18:32 — Compare Translations

5 translations compared side by side

Odia - 1840
"ଯେତବେେଳେ ସମାନେେ ଦେଖିଲେ ଯେ ଯିହାଶାଫେଟ୍ ଇଶ୍ରାୟେଲର ରାଜା ନୁହଁନ୍ତି, ସମାନେେ ତାଙ୍କ ପଛ ରେ ଆଉ ଗୋଡ଼ାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷା; ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସେମାନେ ଦେଖିଲେ ଯେ ଯିହୋଶାଫଟ୍ ଇସ୍ରାଏଲର ରାଜା ନୁହନ୍ତି, ସେମାନେ ତାଙ୍କ ପଛରେ ଆଉ ଗୋଡ଼ାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।