2 Chronicles 18:4 — Compare Translations

5 translations compared side by side

Odia - 1840
"ୟିହୋଶାଫଟ୍ ଇଶ୍ରାୟେଲର ରାଜା ଆହୁରି ମଧ୍ଯ କହିଲେ, କିନ୍ତୁ ଆସ ପ୍ରଥମେ, ଆମ୍ଭେ ସଦାପ୍ରଭୁଙ୍କଠାରୁ ଏକ ସନ୍ଦେଶ ଲୋଡ଼ିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପ୍ରଚାର ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶାଫଟ୍ ଇସ୍ରାଏଲର ରାଜା ଆହୁରି ମଧ୍ୟ କହିଲେ, “କିନ୍ତୁ ଆସ ପ୍ରଥମେ, ଆମ୍ଭେ ସଦାପ୍ରଭୁଙ୍କଠାରୁ ଏକ ସନ୍ଦେଶ ଲୋଡ଼ିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”