2 Chronicles 18:5 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ରାଜା ସମସ୍ତ ଭବିଷ୍ଯତ୍ବକ୍ତାଙ୍କୁ ଏକତ୍ର କଲେ, ସମାନେେ 400 ଜଣ ଥିଲେ। ଆହାବ ସମାନଙ୍କେୁ କହିଲେ, ଆମ୍ଭମାନେେ ରାମାେତ୍-ଗିଲିଯଦ୍ ସହରକୁ ୟୁଦ୍ଧ କରିବାକୁ ୟିବା, ନା ନାହିଁ? ଭବିଷ୍ଯଦ୍ବକ୍ତାମାନେ କହିଲେ, ୟାଅ, କାରଣ ପରମେଶ୍ବର ରାମାେତ୍-ଗିଲିଯଦ୍କୁ ରାଜାଙ୍କୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷା; ହେବି? ତହିଁରେ ସେମାନେ କହିଲେ, ଯାଉନ୍ତୁ, କାରଣ ପରମେଶ୍ଵର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ରାଜା ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏକତ୍ର କଲେ, ସେମାନେ 400 ଜଣ ଥିଲେ। ଆହାବ ସେମାନଙ୍କୁ କହିଲେ, “ଆମ୍ଭେମାନେ ରାମୋତ୍-ଗିଲିୟଦ୍ ସହରକୁ ଯୁଦ୍ଧ କରିବାକୁ ଯିବା, ନା ନାହିଁ?” ଭବିଷ୍ୟ‌ଦ୍‌ବକ୍ତାମାନେ କହିଲେ, “ଯାଅ, କାରଣ ପରମେଶ୍ୱର ରାମୋତ୍-ଗିଲିୟ‌ଦ୍‌କୁ ରାଜାଙ୍କୁ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
Odia IRV 2017 (ଓଡିଆ ବାଇବେଲ)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କ’ଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି? ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”