2 Chronicles 18:9 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ରାଜା ଓ ଯିହୁଦାର ରାଜା ୟିହୋଶାଫଟ୍ ସମାନଙ୍କେର ରାଜକୀଯ ପୋଷାକ ପିନ୍ଧିଥିଲେ। ସମାନେେ ଶମରିଯା ନଗରର ସମ୍ମୁଖଦ୍ବାର ନିକଟସ୍ଥ ଶସ୍ଯମର୍ଦ୍ଦନ ଚଟାଣ ନିକଟରେ ସମାନଙ୍କେର ସିଂହାସନମାନଙ୍କ ରେ ବସିଥିଲେ, ସହେି ସମସ୍ତ ଭବିଷ୍ଯଦ୍ବକ୍ତା ଦୁଇ ରାଜାଙ୍କ ସମ୍ମୁଖ ରେ ସମାନଙ୍କେର କୀର୍ତ୍ତୀମାନ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ଵାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ସେମାନଙ୍କର ରାଜକୀୟ ପୋଷାକ ପିନ୍ଧିଥିଲେ। ସେମାନେ ଶମରିୟା ନଗରର ସମ୍ମୁଖଦ୍ୱାର ନିକଟସ୍ଥ ଶସ୍ୟମର୍ଦ୍ଦନ ଚଟାଣ ନିକଟରେ ସେମାନଙ୍କର ସିଂହାସନମାନଙ୍କରେ ବସିଥିଲେ, ସେହି ସମସ୍ତ ଭବିଷ୍ୟଦ୍ବକ୍ତା ଦୁଇ ରାଜାଙ୍କ ସମ୍ମୁଖରେ ସେମାନଙ୍କର କୀର୍ତ୍ତୀମାନ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,