2 Chronicles 19:1 — Compare Translations
5 translations compared side by side
Odia - 1840
"ଯିହୁଦାର ରାଜା ଯିହାଶାଫେଟ୍ ନିରାପଦ ରେ ୟିରୁଶାଲମ ରେ ନିଜ ଗୃହକୁ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ରାଜା ଯିହୋଶାଫଟ୍ ନିରାପଦରେ ଯିରୁଶାଲମରେ ନିଜ ଗୃହକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯିହୁଦାର ରାଜା ଯିହୋଶାଫଟ୍ ଯିରୂଶାଲମକୁ ଆପଣା ଗୃହକୁ କୁଶଳରେ ଫେରିଗଲେ।