2 Chronicles 19:10 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କ ନିକଟକୁ ହତ୍ଯା, ଆଇନ୍ ଅମାନ୍ଯ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗର ରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ଯରୁ ହିଁ ଆସିବ। ଏହିସବୁ ମାମଲା ରେ ତୁମ୍ଭମାନେେ ଲୋକମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ ନ କରିବା ନିମନ୍ତେ ସତର୍କ କରାଇଦବେ। ଯଦି ତୁମ୍ଭମାନେେ ବିଶ୍ବସ୍ତ ଭାବେ ସବୋ କରିବ ନାହିଁ, ତବେେ ତୁମ୍ଭ ବିରୁଦ୍ଧ ରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତବେେ ତୁମ୍ଭମାନେେ ଦୋଷୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ଵାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ⇧; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ନିକଟକୁ ହତ୍ୟା, ଆଇନ୍ ଅମାନ୍ୟ, ଶାସନ ଓ ଅନ୍ୟ ଆଇନ୍ ସମ୍ପର୍କିତ ମାମଲାମାନ ଆସିବ, ଏହିସବୁ ମାମଲା ଏହି ନଗରରେ ବାସ କରୁଥିବା ତୁମ୍ଭମାନଙ୍କର ଭ୍ରାତାମାନଙ୍କର ମଧ୍ୟରୁ ହିଁ ଆସିବ। ଏହିସବୁ ମାମଲାରେ ତୁମ୍ଭେମାନେ ଲୋକମାନଙ୍କୁ “ସଦାପ୍ରଭୁ”ଙ୍କ ବିରୁଦ୍ଧରେ ପାପ ନ କରିବା ନିମନ୍ତେ ସତର୍କ କରାଇଦେବ। ଯଦି ତୁମ୍ଭେମାନେ ବିଶ୍ୱସ୍ତ ଭାବେ ସେବା କରିବ ନାହିଁ, ତେବେ ତୁମ୍ଭ ବିରୁଦ୍ଧରେ ଓ ତୁମ୍ଭମାନଙ୍କ ଭ୍ରାତାମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ କୋପ ବର୍ତ୍ତିବ। ଏହିପରି କର, ତେବେ ତୁମ୍ଭେମାନେ ଦୋଷୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ଆପଣା ନଗରବାସୀ ତୁମ୍ଭମାନଙ୍କ ଭ୍ରାତୃଗଣ ଦ୍ୱାରା ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବ୍ୟବସ୍ଥା ଓ ଆଜ୍ଞା, ବିଧି ଓ ଶାସନ ମଧ୍ୟରେ କୌଣସି ବିବାଦ କୌଣସି ସମୟରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲେ ଯେପରି ସେମାନେ ସଦାପ୍ରଭୁଙ୍କ ପ୍ରତି ଦୋଷୀ ନୋହିବେ, ଆଉ ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉପରେ କୋପ ନ ବର୍ତ୍ତିବ, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ଚେତନା ଦେବ; ଏହା କଲେ, ତୁମ୍ଭେମାନେ ଦୋଷୀ ନୋହିବ।
Odia IRV 2017 (ଓଡିଆ ବାଇବେଲ)